ଜୁନ ୯ରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ’ : ପ୍ରଥମ ଦସ୍ତଖତରେ ଛାଡ଼ ହେବ ବିଜୁଳି ବିଲ୍‍,

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ରାଉରକେଲାରେ ପ୍ରଚାର ଆରମ୍ଭ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ।

Read more