ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୯୬ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର, ୨୮/୧୨: କୋଭିଡର ନୂଆ ଭାରିଆଂଟ ଓମିକ୍ରନ୍ ସଂକ୍ରମଣର ଭୟ ଏବଂ ତୃତୀୟ ଲହରର ଆଶଙ୍କା ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଆସିଛି ଆସ୍ୱସ୍ତିକର ଖବର ।

Read more