ସମ୍ ହସ୍ପିଟାଲରେ ୭ ବର୍ଷ ଶିଶୁ କନ୍ୟାର ସଫଳ ହୃଦ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୬/୦୪ : ଜନ୍ମଗତ ହୃଦଜନିତ ତୃଟି ଥିବା ଏକ ୭ ବର୍ଷର ଶିଶୁ କନ୍ୟାକୁ ସଫଳ ଅସ୍ତ୍ରୋପଚାର ମାଧ୍ୟମରେ ସୁସ୍ଥ କରିପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର।

Read more