ସୌରୀନଙ୍କ ବିରୁଦ୍ଧରେ ଜାରି ହେଲା ଜାମିନ ବିହୀନ ଗିରଫ ପରଓ୍ୱାନା

କଟକ: କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଜାରି ହେଲା ଏନବିଡବ୍ଲୁ  ବା ଜାମିନ ବିହୀନ ଗିରଫ ପରବାନା ।

Read more