ଶୀର୍ଷ ପଦରେ ଆଉ ଜଣେ ଓଡ଼ିଆ : ଅଭୟ ହୋତା ଫେଡେରାଲ ବ୍ୟାଙ୍କର ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ବର : ଅଭୟ ପ୍ରତାପ ହୋତାଙ୍କୁ ଫେଡେରାଲ ବ୍ୟାଙ୍କର ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ତାଙ୍କ ନିଯୁକ୍ତିକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଅନୁମୋଦନ କରିଛି ।

Read more