ଓଲଟିଲା ସ୍କୁଲ୍ ଭ୍ୟାନ୍, ୧୫ରୁ ଅଧିକ ଛାତ୍ରଛାତ୍ରୀ ଆହତ

ନିମାପଡା ୨୧।୬: ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଟାଟା ମ୍ୟାଜିକ୍ ଗାଡି । ଦୁର୍ଘଟଣାରେ ୧୫ରୁ ଅଧିକ ଛାତ୍ରଛାତ୍ରୀ ଆହତ

Read more