ଭି.କେ.ପାଣ୍ଡିଆନଙ୍କ ହେଲିକପ୍ଟର ବୁଲା ଘଟଣାର ଚାଲିଛି ତଦନ୍ତ, ଖୁବ୍ ଶୀଘ୍ର ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ବର: ଭି. କେ. ପାଣ୍ଡିଆନଙ୍କ ହେଲିକପ୍ଟର ବୁଲା ଘଟଣାର ତଦନ୍ତ ଚାଲିଛି ଏବଂ ଏନେଇ ଖୁବ୍ ଶୀଘ୍ର ହେବ କାର୍ଯ୍ୟାନୁଷ୍ଠାନ। ଏଭଳି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତିଭୂଷଣ

Read more