ବିଜେଡିରେ ସାମିଲ ହେଲେ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ

ଶଙ୍ଖ ଧରିଲେ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ ହେଇଛନ୍ତି ଖରିଆର

Read more