ମହାପ୍ରଭୁଙ୍କ ଯାତ୍ରାକୁ ନେଇ ପୁରୀରେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ଅକ୍ଷୟ ତୃତୀୟା ଓ ରଥଯାତ୍ରା ପାଇଁ ପ୍ରଶାସନିକସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଭକ୍ତଙ୍କ ସୁରକ୍ଷା ସହ ଶୃଙ୍ଖଳିତ ରଥଯାତ୍ରା ପାଇଁ ଗୁରୁତ୍ୱ

Read more