ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ ଜାରି ହେଲା ଗସ୍ତ ସୂଚୀ: ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଯିବେ ଚଣ୍ଡିଖୋଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ ଉତ୍ସବମୁଖର ବିଜେପି । ଗସ୍ତକୁ ନେଇ ବିସ୍ତୁତ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

Read more