ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଶନିବାର ରାଜ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

Read more