ଅଜିତ ଅଗରକର ହେଲେ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା

ମୁମ୍ବାଇ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର ଅଜିତ ଅଗରକରଙ୍କୁ ଭାରତୀୟ ସିନିୟର ପୁରୁଷ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ନିଯୁକ୍ତ କରାଯାଇଛି ।

Read more