ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବିଏସପିରେ ହଲଚଲ୍, ଭଣଜା ଆକାଶ ଆନନ୍ଦକୁ ପାର୍ଟିରୁ ବହିଷ୍କୃତ କଲେ ମାୟାବତୀ
ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ହଲଚଲ । ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଏସପି ସୁପ୍ରିମୋ ମାୟାବତୀ ବଡ଼ ନିଷ୍ପତ୍ତି ନେଇଛନ୍ତି ।
Read more