ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଆରଡି: ଦୀର୍ଘ ୪ ମାସ ପରେ ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର। ଭକ୍ତଙ୍କ ଦର୍ଶନ ନେଇ ଏସଓପି ଜାରି କରିଛି ଜିଲ୍ଲା ପ୍ରଶାସନ।

Read more