ଆଜି ସବୁ ସ୍କୁଲ ବନ୍ଦ, ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି

Read more