ଇଞ୍ଜେକ୍ସନ ଦେବା ପରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଚାପା ଉତ୍ତେଜନା

ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ବାଣପୁର ମେଡିକାଲରେ ଜଣେ ରୋଗୀଙ୍କୁ ଇଞ୍ଜେକ୍ସନ ଦେବା ପରେ ତାଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି।

Read more