ସୋଆର ପ୍ରତିଷ୍ଠାତା ସଭାପତିଙ୍କ ସହ ମରକ୍କୋ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ଆଲୋଚନା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଭାରତରେ ଅବସ୍ଥାପିତ ମରକ୍କୋର ରାଷ୍ଟ୍ରଦୂତ ଶ୍ରୀ ମହମ୍ମଦ ମଲିକି

Read more