ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରବିବାର ବିଳମ୍ବିତ ରାତ୍ରୀରେ ନୂଆଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି

Read more