ଆଜିଠୁ ଗର୍ଭଗୃହ ଯାଞ୍ଚ କରିବ ASI ଟିମ୍‌

ପୁରୀ ୧୩।୦୭: ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଏହାପରେ ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେବ  ଏଏସଆଇର ଗର୍ଭଗୃହ ଯାଞ୍ଚ । ଏଥିପାଇଁ ଭାରାବନ୍ଧା ଚାଲିଛି ।

Read more