କୁନୋ ଜାତୀୟ ଉଦ୍ୟାନରେ ପୁଣି ଏକ ଚିତା ‘ସୂରଜ’ର ମୃତ୍ୟୁ

ମଧ୍ୟ ପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ପୁଣି ଏକ ଚିତାର ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ଏହି ଚିତା ଏନ୍‌କ୍ଲୋଜର ବାହାରେ ମରି ପଡ଼ିଥିବା ଦେଖିବାକୁ ମିଳିଥିଲା।

Read more