ଗୃହରେ ଉଠିଲା ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲା: ଉତ୍ତର ରଖିଲେ ମନ୍ତ୍ରୀ

ଭୁବ‌ନେଶ୍ବର: ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷ‌ାରକାନ୍ତି ବେହେରା। ଏହି ମାମଲାର କ୍ରାଇମବ୍ରାଞ୍ଚ୍ ତଦନ୍ତ ସହ ନ୍ୟାୟିକ ତଦନ୍ତ ଚାଲିଛି।

Read more