ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ଵଳ ହେଲେ ଅଭିନେତା ଅନୁପମ ଖେର

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ ଅଭିନେତା ଅନୁପମ ଖେର । ଶ୍ରୀଜିଉଙ୍କ ଆଶୀର୍ବାଦ ଭିକ୍ଷା କଲେ । ମହାପ୍ରଭୁଙ୍କ କୃପା ସମସ୍ତଙ୍କ ଉପରେ ରହୁ

Read more