ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ମାମଲାର ହେବ ପୁନଃ ଶୁଣାଣି। ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

Read more