୭ ଦିନିଆ ରିମାଣ୍ଡରେ ଅର୍ଚ୍ଚନା ନାଗ୍, କହିଲେ ୩୦ ମିନିଟ ସମୟ ଦେଲେ ସବୁ ଗୁମର ଖୋଲିଦେବି

ଭୁବନେଶ୍ୱର ୦୬/୧୨: ଅର୍ଚ୍ଚନାଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ଇଡି । ତେବେ ରିମାଣ୍ଡରେ ନେବା ପୂର୍ବରୁ କ୍ୟାପିଟାଲ ହସ୍ପିଟାଲରେ ଅର୍ଚ୍ଚନାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।

Read more