ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବେ କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଇଥିବା ଅଧ୍ୟାଦେଶ ବିରୋଧରେ ବିରୋଧୀଙ୍କ ସମର୍ଥନ ଯୋଗାଡ କରିବାରେ ଲାଗିଛନ୍ତି । ଏହି କ୍ରମରେ ଆମ୍

Read more