ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ପୁରୀ/ଭୁବନେଶ୍ୱର ୦୧।୦୭ : ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋ ସାମ୍ବାଦିକ । ସଡ଼କ ଦୁର୍ଘଟଣାରେ ଚାଲିଗଲା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଜୀବନ ।

Read more