ଘରୋଇ ହସ୍ପିଟାଲ ଫେରାଇଦେଲେ ୧୦୦କୁ କୁହ

ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱରରେ କୌଣସି ଘରୋଇ ହସ୍ପିଟାଲ ଆଡମିଶନ ନ କରି ଫେରାଇଦେଲେ ଜଣାନ୍ତୁ । ଏଥିପାଇଁ ଟୋଲ ଫ୍ରି ନମ୍ବର-୧୦୦କୁ କଲ୍ କରି ଜଣାଇବାକୁ କହିଛନ୍ତି

Read more