ଆସାମ-ମିଜୋରାମ ସୀମା ବିବାଦରେ ୫ ଯବାନ ସହିଦ

ଆସାମ ପୋଲିସର ୫ ଜଣ ଅଫିସରଙ୍କ ମୃତ୍ୟୁ ଘଟିଥିବା ବେଳେ, ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଉତ୍ତେଜନା ପ୍ରବଣ ଅଞ୍ଚଳରେ ସିଆରପିଏଫ ଯବାନଙ୍କୁ ମୁତୟନ କରାଯାଇଛି।

Read more