ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନରସିଂହଙ୍କ ଦ୍ଵାରା ଅଣାଯାଇଥିବା ସ୍ୱାଧୀକାର ଭଙ୍ଗ ନୋଟିସକୁ ନେଇ ଗୃହ ସରଗରମ

ଭୁବନେଶ୍ବର: କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଦ୍ଵାରା ଅଣାଯାଇଥିବା ସ୍ୱାଧୀକାର ଭଙ୍ଗ ନୋଟିସ୍  ଜାରି ନ ହେବାକୁ ନେଇ ଆଜି ବିଧାନସଭା ସରଗରମ ହୋଇଛି

Read more