ଶୀତକାଳୀନ ଅଧିବେଶନ ଆରମ୍ଭ, ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ । ଆରମ୍ଭରୁ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି।

Read more