ୟୁପିର କୌଶାମ୍ବି ବାଣ କାରଖାନାରେ ବିସ୍ଫୋରଣ, ୪ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶର କୌଶାମ୍ବି ଜିଲ୍ଲାରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା

Read more