ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ମାରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଶିକ୍ଷୟିତ୍ରୀ ଡାକ୍ତରଖାନାରେ ଭର୍ତ୍ତି

ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ମାରଣାନ୍ତକ ଆକ୍ରମଣ ଅଭିଯୋଗ । ଗୁରୁତର ଅବସ୍ଥାରେ ଶିକ୍ଷୟିତ୍ରୀ ଡାକ୍ତରଖାନାରେ ଭର୍ତ୍ତି । ଶିକ୍ଷୟିତ୍ରୀଙ୍କୁ ମାଡ଼ ମାରିବାର ଭିଡିଓ ସୋସିଆଲ ମିଡିଆରେ

Read more