ଅଗଷ୍ଟ ୨୩ ତାରିଖକୁ ଦେଶରେ ‘ଜାତୀୟ ମହାକାଶ ଦିବସ’ ରୂପେ ପାଳନ କରାଯିବ: ପ୍ରଧାନମନ୍ତ୍ରୀ ମୋଦୀ

ବେଙ୍ଗାଲୁରୁ: ଚନ୍ଦ୍ରପୃଷ୍ଠରେ ଭାରତ ‘ଚନ୍ଦ୍ରଯାନ-୩’ ଅବତରଣ କରାଇବାରେ ସଫଳ ହୋଇଥିବାରୁ ଅଗଷ୍ଟ ୨୩ ତାରିଖକୁ ‘ଜାତୀୟ ମହାକାଶ ଦିବସ’ ରୂପେ ପାଳନ କରାଯିବ ବୋଲି ଆଜି ‘ଇସ୍ରୋ’

Read more