ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଲମତୁମ୍ବା ଜଙ୍ଗଲରେ ଏସଓଜି ଯବାନଙ୍କ ସର୍ଚ୍ଚ ଅପରେସନ୍ ବେଳେ ଏହି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି

Read more