ବାହାନଗା ଟ୍ରେନ ଦୁର୍ଘଟଣା, ସିବିଆଇରେ ହାଜର ହେଲେ ଦୁଇ ରେଳ କର୍ମଚାରୀ

ବାହାନଗା ଟ୍ରେନ ଦୁର୍ଘଟଣାରେ ତଦନ୍ତ ଜୋରଦାର । ସିବିଆଇରେ ହାଜର ହେଲେ ଦୁଇ ରେଳ କର୍ମଚାରୀ । ସେମାନଙ୍କ ମଧ୍ୟରେ ଷ୍ଟେସନ ମାଷ୍ଟର ଏ ଏସ ପଟ୍ଟନାୟକ

Read more