୬ ମାସରେ ବାଲେଶ୍ଵର ଜିଲ୍ଲାକୁ ଆସିଛି ୧୦୩୮କୋଟି ଅନୁଦାନ: ୫ଟି ଅଧ୍ୟକ୍ଷ

ବାଲେଶ୍ଵର: ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଦିନିକିଆ ବାଲେଶ୍ଵର ଗସ୍ତରେ ଆସି ଆମ ଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗଦେବା ସହ ଜିଲ୍ଲାକୁ ୧ ନମ୍ବର କରିବାକୁ

Read more