ବାଲିଯାତ୍ରା ପ୍ଲଟ ଆବଣ୍ଟନ ବିବାଦ ମାମଲା, ହଜାରେ ଟଙ୍କାରେ ପ୍ଲଟ୍‌ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ, ୦୩/୧୧: ବାଲିଯାତ୍ରା ପ୍ଲଟ ଆବଣ୍ଟନ ବିବାଦ ମାମଲାରେ ଉତ୍କଳ ସମ୍ମିଳନୀର ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ । ୧ ହଜାର ଟଙ୍କା ବିନିମୟରେ ପ୍ଲଟ ଯୋଗାଇ ଦେବାକୁ

Read more