ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ମାଘ-କୃଷ୍ଣ ଚତୁର୍ଥୀ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତ ଅନୁଷ୍ଠିତ ହେବ। ଏଥି ପାଇଁ ଅପରାହ୍ନରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ଏଣୁ

Read more