ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ

Read more