ପୁରୀରୁ ତାଳଚେର ମଧ୍ୟରେ ଦ୍ଵିତୀୟ ବନ୍ଦେ ଭାରତ ଟ୍ରେନର ଟ୍ରାଏଲ ରନ୍ ଆରମ୍ଭ

ପୁରୀ: ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା | ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଚଳାଚଳ ଆଜି କରାଯାଇଛି |

Read more