ବର୍ଷା-ଅନୁଭବ ମାମଲା: ସେପ୍ଟେମ୍ବର ୫ରେ ପରବର୍ତ୍ତୀ ଶୁଣାଣି

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ତରଫରୁ ଦାୟର ଅଦାଲତ ଅବମାନନା ମାମଲାର ଆଜି ହାଇକୋର୍ଟରେ ଶୁଣାଣି ହୋଇଛି।

Read more