ନିୟମ କାନୁନ ପରିଧିରେ ହେଉ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ- ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବିଭିନ୍ନ ଖବର ଆସୁଥିବା ବେଳେ ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି

Read more