ନଭେମ୍ବର ୬ରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ଦ୍ବିତୀୟ ବିମାନ ସେଵା

ଭୁବନେଶ୍ୱର/କୋରାପୁଟ: ନଭେମ୍ବର ୬ ତାରିଖରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ଦ୍ବିତୀୟ ବିମାନ ସେଵା। ସପ୍ତାହକୁ ସୋମବାର ଓ ଶୁକ୍ରବାର ଏହି ଦୁଇ ଦିନ ଉଡ଼ିବ ବିମାନ।

Read more