ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read more