ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ନୂଆ ମୋଡ଼ : ସ୍ତ୍ରୀ, ଡିଏଫଓ ଓ ରୋଷେୟାଙ୍କୁ ନୋଟିସ୍ ଜାରି

ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ମହାପାତ୍ର ମୃତ୍ୟୁ ମାମଲାରେ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ନୋଟିସ୍ ଜାରି କଲେ କୋର୍ଟ । ପାରଳାଖେମୁଣ୍ଡି

Read more