ଗଡ଼ିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସଚେତନତା ରଥ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗଡ଼ିଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସଚେତନତା ରଥ । ଜିଲ୍ଲାର ସମସ୍ତ ପଞ୍ଚାୟତରେ ସ୍ୱାସ୍ଥ୍ୟ ସେବା ସମ୍ବନ୍ଧୀୟ ସଚେତନ କରିବ ଏହି ରଥ

Read more