ଇଞ୍ଜିନିୟର କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା, ପ୍ରେମିକ ବିକାଶକୁ ଝାଡଖଣ୍ଡରୁ ବାନ୍ଧିଲା ପୋଲିସ

ଭୁବନେଶ୍ବର ୦୩।୦୫: ଘରୋଇ ଇଞ୍ଜିନିୟର କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା । ଅଭିଯୁକ୍ତ ପ୍ରେମିକ ବିକାଶ କୁମାରକୁ ଗିରଫ କଲା ତମାଣ୍ଡୋ ଥାନା ପୋଲିସ ।

Read more