ଆପଣଙ୍କ ସମର୍ପଣ ଆମକୁ ପ୍ରେରଣା ଦିଏ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଜନ୍ମଦିନ | ୧୯୫୮ ମସିହା ଆଜିର ଦିନରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଉପରବେଡା ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା |

Read more