କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ

ନୂଆଦିଲ୍ଲୀ ୧୭ /୦୧: ପ୍ରସିଦ୍ଧ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

Read more