ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଭୁବନେଶ୍ୱର ୧୯।୦୯: ପରଲୋକରେ ବିଧାୟକବିଷ୍ଣୁ ସେଠୀ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ

Read more